ଶୀତ ଅଧିବେଶନ ଆରମ୍ଭରୁ ହୁଲସ୍ତୁଲ ବିଧାନସଭା, ୪ଟା ଯାଏଁ ଗୃହ ମୁଲତବୀ

ଆରମ୍ଭରୁ ହୁଲସ୍ତୁଲ ହେଲା ବିଧାନସଭା । ଶୀତ ଅଧିବେଶନର ପ୍ରଥମ ଦିନରୁ ଗୃହରେ ବିରୋଧୀଙ୍କ ହୋହଲ୍ଲା । କୋଟିଆ ପ୍ରସଙ୍ଗକୁ ନେଇ ବିରୋଧୀ ବିଧାୟକମାନେ ୱେଲ୍‌କୁ ଆସି ପ୍ଲାକାର୍ଡ ଧରି ନାରାବାଜି କରିଥିଲେ । ଫଳରେ ଗୃହ କାର୍ଯ୍ୟ ସ୍ୱାଭାବିକ ଭାବେ ଚାଲିପାରିନଥିଲା ।ଫଳରେ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ରଖିଲେ ବାଚସ୍ପତି ସୁରମା ପାଢ଼ୀ ।ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବାକୁ ଥିବା ଶୀତ ଅଧିବେଶନରେ ମୋଟ୍‌ ୩୩ଟି କାର୍ଯ୍ୟଦିବସ ରହିଛି ।

ଅଧିକ ପଢନ୍ତୁ