ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମରାମତି ନେଇ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ।

ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମରାମତି ନେଇ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜାରି ରହିଛି ବୈଠକ। ଏଏସ୍‌ଆଇ ଓ ଶ୍ରୀମନ୍ଦିର ପ୍ରଶାସନର ମିଳିତ ବୈଠକ ବସିଛି ।କିନ୍ତୁ ପୂର୍ଣ୍ଣାଙ୍ଗ ମରାମତି ଶେଷ ପାଇଁ ଆଉ କିଛି ଦିନ ସମୟ ଲାଗିପାରେ ।

ଏଇ ପରିପ୍ରେକ୍ଷୀରେ ଆଜି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୈଠକର ଅଧ୍ୟକ୍ଷତା କରୁଛନ୍ତି । ଚଢାଉ କରଣ ,ଦେଉଳ କରଣ,ଭଣ୍ଡାର ମେକାପ, ଏଏସଆଇ ଅଧିକାରୀ ମାନଙ୍କୁ ନେଇ ଡକାଯାଇଛି ବୈଠକ । ନୀତି ବହୁଳ ଦିନରେ କିଭଳି ମରାମତି କାର୍ଯ୍ୟ ହେବ ସେନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେବ ।

ଅଧିକ ପଢନ୍ତୁ

kc ads