ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିବେ NSG ଟିମ୍

ଶ୍ରୀମନ୍ଦିର ସୁରକ୍ଷା ନେଇ ଏନଏସଜିର ସ୍ବତନ୍ତ୍ର ଟିମ୍ ପୁରୀରେ ପହଞ୍ଚିଛି । ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକଙ୍କ ସହ ଆଲୋଚନା କରିଛି ଟିମ୍ । ଜିଲ୍ଲା ପୋଲିସ ସହ ମଧ୍ୟ ପୂର୍ବରୁ ଆଲୋଚନା କରିଥିବା ବେଳେ ପୁରୀ ଏସପି ଙ୍କ ସହ ଟିମ ଅଧିକ ଆଲୋଚନା କରିବ।

ଏହି ଟିମ୍‌ରେ NSG କମାଣ୍ଡାଣ୍ଟଙ୍କ ସହିତ ଦୁଇ ଜଣ ଅଧିକାରୀ ଅଛନ୍ତି । ତେବେ ସୋମବାର ଠାରୁ ଏହି ଟିମ୍ ପୁରୀ ଗସ୍ତରେ ଆସିଛନ୍ତି ।ଆଗକୁ ରଥଯାତ୍ରା ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡାକଡି କରାଯିବା ନେଇ ଆଲୋଚନା ହୋଇପାରେ ।

ଅଧିକ ପଢନ୍ତୁ

kc ads