ଶ୍ରୀ ଲିଙ୍ଗରାଜ ମନ୍ଦିର ଉପରେ ଉଡିଲା ଡ୍ରୋନ

ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିଲା ଡ୍ରୋନ ।ସୋମବାର ଅପରାହ୍ନ ୫ଟା ୧୫ରୁ ୫ଟା ୩୦ ପର୍ଯ୍ୟନ୍ତ ଏହି ଡ୍ରୋନ୍‌ ଉଡ଼ିଥିବା ଦେଖିବାକୁ ମିଳିଛି।ଡ୍ରୋନ ଉଡ଼ିବା ନେଇ ଡିଜିପିଙ୍କ ପୂର୍ବରୁ କଟକଣା ରହିଥିଲା । ଏହା ସତ୍ତ୍ବେ ମଧ୍ୟ ଉଡ଼ିଛି ଡ୍ରୋନ୍‌। ଏ ନେଇ ପୋଲିସକୁ ମନ୍ଦିର ସେବାୟତ ଅବଗତ କରାଇଛନ୍ତି । ଘଟଣାର ତଦନ୍ତ ଚାଲିଛି ।

ଅଧିକ ପଢନ୍ତୁ

kc ads