ଷୋଡଶ ବିଧାନସଭାର ଶେଷ ଅଧିବେଶନ: ଗୃହରେ ନିଜ ଅଭିଭାଷଣ ରଖିଲେ ରାଜ୍ୟପାଳ

ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି । ଅଧିବେଶନ ଆରମ୍ଭରୁ ଦିବଂଗତ ପୂର୍ବତନ ସଦସ୍ୟଙ୍କୁ ରାଜ୍ୟପାଳ ରଘୁବର ଦାସ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସହିଦ ଯବାନମାନଙ୍କୁ ମଧ୍ୟ ରାଜ୍ୟପାଳ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।ରାଜ୍ୟରେ କିପାରି ସରକାରଙ୍କ ନେତୃତ୍ୱରେ ସଫଳତା ପରେ ସଫଳତା ମିଳିଛି ତାହା ରାଜ୍ୟପାଳଙ୍କ ଅଭିଭାଷଣରେ ଦେଖିବାକୁ ମିଳିଥିଲା।

ପ୍ରାରମ୍ଭରେ ରାଜ୍ୟପାଳ ଦିବଙ୍ଗତ ପୂର୍ବତନ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ, ପରେ ସହିଦ ଯବାନମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପ୍ରାରମ୍ଭରେ ଦିବଙ୍ଗତ ପୂର୍ବତନ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇବା ସହ ସହିଦ ଯବାନ ମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ରାଜ୍ୟପାଳ। ପ୍ରଥମେ ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କରିଛନ୍ତି।

ଅଧିକ ପଢନ୍ତୁ

kc ads