ଆଇପିଏସ୍ ସ୍ତରରେ ଅଦଳ ବଦଳ ହୋଇଛି । ଆଇପିଏସ୍ ଅଧିକାରୀଙ୍କ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ୧୧୯୪ ବ୍ୟାଚ୍ର ଆଇପିଏସ୍ ସଞ୍ଜୀବ ପଣ୍ଡାଙ୍କୁ ADG ନକ୍ସଲ ବିରୋଧୀ ଅପରେସନ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର । ଅଖିଳେଶ୍ୱର ସିଂ ହେଲେ ସ୍ୱତନ୍ତ୍ର ଗୁଇନ୍ଦା ଶାଖା ଡିଆଇଜି, କନୱୀ ବିଶାଲ ସିଂ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ ନିଯୁକ୍ତ ହୋଇଛନ୍ତି ।ଅଖିଳେଶ୍ୱର ସିଂ ହେଲେ ସ୍ୱତନ୍ତ୍ର ଗୁଇନ୍ଦା ଶାଖା ଡିଆଇଜି, କନୱୀ ବିଶାଲ ସିଂ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ ନିଯୁକ୍ତ ହୋଇଛନ୍ତି ।
