ସବୁ ଜଗନ୍ନାଥ ମନ୍ଦିର ପାଇଁ ମାର୍ଗଦର୍ଶିକା ତିଆରି ହେବ ।

ସବୁ ଜଗନ୍ନାଥ ମନ୍ଦିର ପାଇଁ ମାର୍ଗଦର୍ଶିକା ତିଆରି ହେବ । ମୁକ୍ତିମଣ୍ଡପକୁ ମାର୍ଗଦର୍ଶିକା ତିଆରି ପାଇଁ କୁହାଯାଇଛି । ସେବାୟତମାନଙ୍କ ପାଇଁ SOP ଅଣାଯିବ । କେଉଁ ସେବାୟତ କେଉଁ ସେବା କରିବେ ଉଲ୍ଲେଖ ରହିବ । ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ କହିବା ବିବାଦ ପ୍ରସଙ୍ଗରେ ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଆଲୋଚନା ହୋଇଛି। ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଓ ଅନ୍ୟ ଅଧିକାରୀ ବୈଠକରେ ଯୋଗ ଦେଇଥିଲେ।

ଅଧିକ ପଢନ୍ତୁ

kc ads