ସାତକୋଶିଆ ବାଘ ଶୂନ୍ୟ ଅଟେ – ପିସିସିଏଫ ପ୍ରେମ ଝା

ବାଘ ଶୂନ୍ୟ ହୋଇଯାଇଛି ସାତକୋଶିଆ କହିଲେ ପିସିସିଏଫ ପ୍ରେମ ଝା । ସାତକୋଶିଆକୁ ବର୍ତ୍ତମାନ କୌଣସି ବାଘ ଆଣିବାକୁ ଯୋଜନା ନାହିଁ । ଶିମିଳିପାଳରେ ବର୍ତ୍ତମାନ ବାଘଙ୍କ ସଂଖ୍ୟା ୩୦ ରହିଛି । ଶାବକଙ୍କୁ ୨ ବର୍ଷ ହେଲା ପରେ ଗଣନାରେ ସାମିଲ କରାଯିବ ।ଶିମିଳିପାଳରେ ୨ ପ୍ରକାର ନର୍ମାଲ ଟାଇଗର ଏବଂ ବ୍ଲାକ ଟାଇଗର ବାଘ ଅଛନ୍ତି। ପ୍ରତି ୪ ବର୍ଷରେ ଥରେ ବାଘ ଗଣାନା କରାଯାଉଛି।

ଅଧିକ ପଢନ୍ତୁ

Odisha Darpan Digital