ସିଡିପିଓ,କିରାଣିଙ୍କୁ ମାଡ଼ି ବସିଲା ଭିଜିଲାନ୍ସ

ରାୟଗଡ଼ା ଜିଲା ବିଷମକଟକ ବ୍ଲକ ସିଡିପିଓ ଓ କିରାଣି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସିଡିପିଓ ସୁଶୀଳା ଶବର ଓ କିରାଣୀ ରାମ ଚନ୍ଦ୍ର ପାତ୍ରଙ୍କୁ ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ବିଭାଗ। ୮୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଗଲେ। ଅଙ୍ଗନବାଡ଼ି କର୍ମୀ ଚୟନ ପାଇଁ ଦୁହେଁ ଲାଞ୍ଚ ନେଉଥିଲେ। ଏହାପରେ ଏହି ଦୁଇଜଣଙ୍କୁ ଭିଜିଲାନ୍ସ କାର୍ଯ୍ୟାଳୟକୁ ନେଇ ଜେରା ଚାଲିଛି।

ଅଧିକ ପଢନ୍ତୁ

Odisha Darpan Digital