ସୁନା ଏବଂ ରୁପାରେ ବଢ଼ିଲା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୨,୦୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୧,୮୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୨,୦୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୧,୮୫୦ ଟଙ୍କାକୁ ପହଞ୍ଚିଛି । ୨୨କ୍ୟାରେଟ ସୁନାର ମୂଲ୍ୟ ୧,୧୧,୨୦୦ଟଙ୍କ ରହିଛି । ସେପଟେ ଆଜି ରୂପା ମୂଲ୍ୟ ଅପରିବର୍ତ୍ତିତ ରହିଛି । ୧କିଲୋ ରୂପାର ମୂଲ୍ୟ ୧,୫୦,୦୦୦,୦୦ ରହିଛି ।

ଅଧିକ ପଢନ୍ତୁ

Odisha Darpan Digital