ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର: ଖାତାକୁ ଗଲା ବକେୟା ଟଙ୍କା

ବଞ୍ଚିତ ସୁଭଦ୍ରା ହିତାଧିକାରୀଙ୍କୁ ମିଳିଲା ଟଙ୍କା । ୩ୟ କିସ୍ତିରୁ ବଞ୍ଚିତ ଥିବା ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କୁ ଆଜି ଟଙ୍କା ମିଳିଛି।ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ କିସ୍ତିରୁ ବାଦ୍ ପଡ଼ିଥିବା ପ୍ରାୟ ୭୯ ହଜାରରୁ ଅଧିକ ମହିଳାଙ୍କ ବ୍ୟାଙ୍କ ଖାତାକୁ ଆଜି ସୁଭଦ୍ରା ଅର୍ଥରାଶି ଆସିଛି । ମୋଟ ଉପରେ ୧ ଲକ୍ଷ ୨୩ ହଜାର ୮୪୯ ଜଣ ବଞ୍ଚିତ ହିତାଧିକାରୀଙ୍କୁ ମିଳିଛି ।ଅନ୍ୟପଟେ, ସୁଭଦ୍ରା ହେଲ୍ପ ଡେସ୍କରେ କାର୍ଯ୍ୟରତ ଦୁଇ ଜଣ କର୍ମଚାରୀଙ୍କ କାର୍ଯ୍ୟକାଳକୁ ୨୦୨୭ ମସିହା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।

ଅଧିକ ପଢନ୍ତୁ