ସୁଲଭ ମୂଲ୍ୟରେ ରାଜଧାନୀରେ ଘର ଯୋଗାଇବେ ସରକାର

ସୁଲଭ ମୂଲ୍ୟରେ ରାଜଧାନୀରେ ଘର ଯୋଗାଇବେ ସରକାର । ଏନେଇ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ମନ୍ତ୍ରୀ କହିଛନ୍ତି, ୧୪ରୁ ୫୦ ଲକ୍ଷ ଟଙ୍କାରେ ଘର ଯୋଗାଇ ଦିଆଯିବ ।ଏଥିପାଇଁ ପାଇଲଟ ପ୍ରୋଜେକ୍ଟ ଜରିଆରେ ୯୦ଟି ଘର ତିଆରି ହୋଇଛି। ଏହି ଘରଗୁଡ଼ିକ ଟୁ ବିଏଚ୍‌କେ ରହିଛି। ସରକାର ଏଣିକି ଲୋ କଷ୍ଟରେ ଘର ତିଆରି କରି ଯୋଗାଇ ଦେବେ। ପ୍ରାଥମିକ ଭାବେ ଏହି ଘର ବସ୍ତି ବାସିନ୍ଦାଙ୍କୁ ଦିଆଯିବ। ଅଧିକରୁ ଅଧିକ ସାଧାରଣ ଲୋକଙ୍କୁ ଘର ଯୋଗାଇବାକୁ ବ୍ୟବସ୍ଥା କରାଯାଉଛି।

ଅଧିକ ପଢନ୍ତୁ

Odisha Darpan Digital