ସୋନପୁର ଇଣ୍ଟରସିଟି ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ

ଭୁବନେଶ୍ବର-ସୋନପୁର ଇଣ୍ଟରସିଟିର ଏସି ବଗିରେ ଧୂଆଁ ଦେଖିବାକୁ ମିଳିଛି। ଏସି ବଗି ଚକାରେ ବ୍ରେକ ବାଇଣ୍ଡିଂ ଯୋଗୁ ଧୂଆଁ ବାହାରିଥିବା ସୂଚନା ମିଳିଛି। ପ୍ରବଳ ଧୂଆଁ ବାହାରିବାରୁ ଟ୍ରେନ୍‌କୁ ଅଟକାଇ ନିଆଁକୁ ଆୟତ୍ତ କରାଯାଇଛି। ଏହି ଆଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ୬ଟା ୪୫ରେ ଧୂଆଁ ବାହାରୁଥିବା ଦେଖି ଅଟକାଇଥିଲେ। ପ୍ରାୟ ୩୦ ମିନିଟ ପରେ ଗନ୍ତବ୍ୟସ୍ଥଳକୁ ଯାଇଥିବା ରେଲୱେ ପକ୍ଷରୁ ସୂଚନା ମିଳିଛି।

ଅଧିକ ପଢନ୍ତୁ

Odisha Darpan Digital