ସୌମ୍ୟ ଶଙ୍କର ଚକ୍ର ଓରଫ୍ ରାଜା ଚକ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ୍ । 

ସୌମ୍ୟ ଶଙ୍କର ଚକ୍ର ଓରଫ୍ ରାଜା ଚକ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ୍ ।  ୩ ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି ବାଲେଶ୍ବର OPID କୋର୍ଟ ।  ୫ ଦିନିଆ ରିମାଣ୍ଡ ପାଇଁ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ୍ ।  ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆର୍ଥିକ ଅନିୟମିତତା ଅଭିଯୋଗରେ ସୌମ୍ୟ ଶଙ୍କର ଚକ୍ର ଓରଫ୍ ରାଜା ଚକ୍ରକୁ ଗିରଫ କରିଥିଲା  EOW ।ଏପଟେ ରାଜାଙ୍କ ପକ୍ଷରୁ ଜାମିନ ଆବେଦନ କରାଯାଇଛି ।  ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନସୀ ଓ ଟ୍ରାନସପୋର୍ଟିଂ କୋଅପରେଟିଭ ସୋସାଇଟିରେ ଆର୍ଥିକ ଅନିୟମିତତା ଅଭିଯୋଗ ନେଇ ଫେବୃଆରୀ ୭ ତାରିଖରେ ମାମଲା ରୁଜୁ ହୋଇଥିଲା ।

ଅଧିକ ପଢନ୍ତୁ