୧୯ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆହୁରି ୪ ଦିନ ବର୍ଷିବ । ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।ସେହିପରି ଯାଜପୁର, ନୂଆପଡା, ବଲାଙ୍ଗିର, ସୋନପୁର, ଢେଙ୍କାନାଳ, ଅନୁଗୁଳ ଓ ଦେଓଗଡ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଅବପାତ ଦୁର୍ବଳ ହୋଇ ଏବେ ଝାଡଖଣ୍ଡ ଓ ବିହାର ଉପରେ ଅବସ୍ଥିତ ଅଛି । ଏହାର ପ୍ରଭାବରେ ବିଶେଷ କରି ପଶ୍ଚିମ ଓଡିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ

kc ads