୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଆଗାମୀ ସେପ୍ଟେମ୍ବର ୧ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ lମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ସେପ୍ଟେମ୍ବର ୧ ତାରିଖ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ lସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା l

ଅଧିକ ପଢନ୍ତୁ