ଘୋଷଣା ହେଲା ସ୍ପେଶାଲ ଡେଭଲପମେଣ୍ଟ କାଉନସିଲ । ୨୩ ଜିଲ୍ଲା ପାଇଁ ଘୋଷଣା ହେଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ । ଅନୁଗୁଳ ପାଇଁ ବଶିଷ୍ଠ ନାୟକ (ଅଧ୍ୟକ୍ଷ), ସୁରୁମୁଣି ଛତର (ଉପାଧ୍ୟକ୍ଷ); ବଲାଙ୍ଗିର ପାଇଁ ବଲ୍ଲଭ ଧରୁଆ (ଅଧ୍ୟକ୍ଷ), ଜୟନ୍ତୀ ଭୋଇ (ଉପାଧ୍ୟକ୍ଷ); ବାଲେଶ୍ୱର ପାଇଁ ବିପିନ୍ ମାରାଣ୍ଡି (ଅଧ୍ୟକ୍ଷ), ଝରଣା ସିଂ (ଉପାଧ୍ୟକ୍ଷ); ବରଗଡ଼ ପାଇଁ ଗୋବର୍ଦ୍ଧନ ଭୋଏ (ଅଧ୍ୟକ୍ଷ), ତିଳତ୍ତୋମା ଭୁଏ (ଉପାଧ୍ୟକ୍ଷ); ବୌଦ୍ଧ ପାଇଁ ଡମରୁ ଧର କହଁର (ଅଧ୍ୟକ୍ଷ), ଝରଣା ଜାନି (ଉପାଧ୍ୟକ୍ଷ); ଦେବଗଡ଼ ପାଇଁ ପ୍ରଶାନ୍ତ ବେହେରା (ଅଧ୍ୟକ୍ଷ), ପ୍ରମିଳା କିଶାନ (ଉପାଧ୍ୟକ୍ଷ); ଢେଙ୍କାନାଳ ପାଇଁ ନାଉରି ସିଂ (ଅଧ୍ୟକ୍ଷ), ସେବତୀ ଭୋଇ (ଉପାଧ୍ୟକ୍ଷ); ଗଜପତି ପାଇଁ କାମଦେବ ବଡ଼ନାୟକ (ଅଧ୍ୟକ୍ଷ), ପଙ୍କଜିନୀ ଦଳାଇ (ଉପାଧ୍ୟକ୍ଷ) ଘୋଷଣା କରାଯାଇଛି।ଗଞ୍ଜାମ ପାଇଁ ନୀଳମାଧବ ପାତ୍ର (ଅଧ୍ୟକ୍ଷ), ଲଳିତା ପ୍ରଧାନ (ଉପାଧ୍ୟକ୍ଷ); ଯାଜପୁର ପାଇଁ ରାଜେନ୍ଦ୍ର କାନ୍ଦୁଲିଆ (ଅଧ୍ୟକ୍ଷ), ଶାନି ଜରିକା (ଉପାଧ୍ୟକ୍ଷ); ଝାରସୁଗୁଡ଼ା ପାଇଁ ସାମଲ ନାଏକ (ଅଧ୍ୟକ୍ଷ), ସଂଯୁକ୍ତା ଓରାମ (ଉପାଧ୍ୟକ୍ଷ); କଳାହାଣ୍ଡି ପାଇଁ ବିଜୟ ଦିଶାରୀ (ଅଧ୍ୟକ୍ଷ), ରୀନା ଭୋଇ (ଉପାଧ୍ୟକ୍ଷ); କନ୍ଧମାଳ ପାଇଁ ମାନଗୋବିନ୍ଦ ପ୍ରଧାନ (ଅଧ୍ୟକ୍ଷ), କଳ୍ପନା କହଁର (ଉପାଧ୍ୟକ୍ଷ); କେନ୍ଦୁଝର ପାଇଁ ମମିତା ନାଏକ (ଅଧ୍ୟକ୍ଷ), ମାନସ ନାଏକ (ଉପାଧ୍ୟକ୍ଷ); କୋରାପୁଟ ପାଇଁ ଭଗବାନ ମୁଦୁଲି (ଅଧ୍ୟକ୍ଷ), ସୁକାନ୍ତି ମାଝୀ (ଉପାଧ୍ୟକ୍ଷ); ମାଲକାନଗିରି ପାଇଁ ଗଙ୍ଗାଧର ସୋଡ଼ି (ଅଧ୍ୟକ୍ଷ), ସାବିତ୍ରୀ ପଡ଼ିଆମି (ଉପାଧ୍ୟକ୍ଷ); ମୟୂରଭଞ୍ଜ ପାଇଁ ବୁଧାନ ମୁର୍ମୁ (ଅଧ୍ୟକ୍ଷ), କୌଶଲ୍ୟା ନାଏକ (ଉପାଧ୍ୟକ୍ଷ) ନିଯୁକ୍ତ ହୋଇଛନ୍ତି।
ନବରଙ୍ଗପୁର ପାଇଁ ବାସନ୍ତୀ ମାଝି (ଅଧ୍ୟକ୍ଷ), ଲିଙ୍ଗରାଜ ଭତ୍ରା (ଉପାଧ୍ୟକ୍ଷ); ନୟାଗଡ଼ ପାଇଁ ତ୍ରିନାଥ ମଲ୍ଲିକ (ଅଧ୍ୟକ୍ଷ), ସମିତା ଦେହୁରୀ (ଉପାଧ୍ୟକ୍ଷ); ନୂଆପଡ଼ା ପାଇଁ ହୋମେସିଂ ମାଝୀ (ଅଧ୍ୟକ୍ଷ), ବେଲାମତି ମାଝୀ (ଉପାଧ୍ୟକ୍ଷ); ସମ୍ବଲପୁର ପାଇଁ ଭଗିନ୍ଦ୍ର କିଶାନ (ଅଧ୍ୟକ୍ଷ), ସୁଷମା ମୁଣ୍ଡା (ଉପାଧ୍ୟକ୍ଷ); ରାୟଗଡ଼ା ପାଇଁ ବିଦ୍ୟାଧର ଶବର (ଅଧ୍ୟକ୍ଷ), ମଞ୍ଜୁଳା ମିନିଆକା (ଉପାଧ୍ୟକ୍ଷ); ସୁନ୍ଦରଗଡ଼ ପାଇଁ ସନ୍ତୋଷ ଅମାତ (ଅଧ୍ୟକ୍ଷ), ଗାଙ୍ଗି କିଣ୍ଡୋ (ଉପାଧ୍ୟକ୍ଷ) ନିଯୁକ୍ତ ହୋଇଛନ୍ତି।
