୨୮ ତାରିଖରୁ ରତ୍ନଭଣ୍ଡା କାର୍ଯ୍ୟ ପୁଣି ଆରମ୍ଭ ହେବ। ।

୨୮ରୁ ରତ୍ନଭଣ୍ଡାର ମରାମତି । ଏନେଇ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । କହିଛନ୍ତି, ଏବେ ରତ୍ନଭଣ୍ଡାର ମରାମତି ବନ୍ଦ ରହିବ । ଏହି ମରାମତି କାର୍ଯ୍ୟ ଶ୍ରୀମନ୍ଦିରର ପବିତ୍ରତା ଓ ଐତିହ୍ୟକୁ ଅକ୍ଷୁଣ୍ଣ ରଖିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ବିବେଚନା କରାଯାଉଛି।ଅନ୍ୟପଟେ କହିଛନ୍ତି, ଜଳଲାଗି ବେଳେ ଅଣସେବାୟତ ଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏନେଇ ଭିଡିଓ ଚିତ୍ର ଦେଖି ଚିହ୍ନଟ କରାଯିବ । ମାତ୍ର ନୀତିକାନ୍ତି, ପହଣ୍ଡି ଶୃଙ୍ଖଳିତ ଭାବେ ହୋଇଛି ।

ଅଧିକ ପଢନ୍ତୁ

kc ads