୫୨୪୮ ଡାକ୍ତର ପଦବୀ ପୂରଣ ପାଇଁ OPSCକୁ ଚିଠି-ସ୍ୱାସ୍ଥ୍ୟମନ୍ତ୍ରୀ

ଓଡ଼ିଶାରେ ଡାକ୍ତର ମରୁଡ଼ି, ଠିକାରେ ଚାଲିଛି ଡାକ୍ତରୀ ସେବା । ୬୦ ପ୍ରତିଶତ ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡ଼ିଛି । ଏନେଇ ଆଜି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାନସଭାରେ ସୂଚନା ଦେଇଛନ୍ତି । ମଞ୍ଜୁରୀପ୍ରାପ୍ତ ୧୫୭୭୪ରୁ ଖାଲି ପଡ଼ିଛି ୯୫୦୩ ଡାକ୍ତର ପଦବୀ । କାର୍ଯ୍ୟରତ ଅଛନ୍ତି ୬୨୭୧ ଡାକ୍ତର, ଏମାନଙ୍କ ଭିତରୁ ୧୧୩୫ ଠିକା ନିଯୁକ୍ତି । ସ୍ଥାୟୀ ନିଯୁକ୍ତି ୫୦୦୩ ଡାକ୍ତର, ୫୨୪୮ ପଦବୀ ପୂରଣ ପାଇଁ OPSCକୁ ଚିଠି ।

ଅଧିକ ପଢନ୍ତୁ