୮ ବର୍ଷୀୟା ନାବାଳିକାର ଇଜ୍ଜତ ନେଲା ବଙ୍ଗାଳି ବୁଲାବିକାଳି

ପିପିଲି ଥାନା ଅଂଚଳରେ ଗୋଟିଏ ୮ ବର୍ଷୀୟା କୁନି ଝିଅକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଜଣେ ବୟସ୍କ ବ୍ୟକ୍ତିଙ୍କୁ ପିପିଲି ପୋଲିସ ଅଟକ ରଖିଛି ।ଅଭିଯୋଗ ପରେ ପିପିଲି ପୋଲିସର ତନାଘନା ।

ଘଟଣାର ତଦନ୍ତ ଚଳାଇଛି ପୋଲିସର ସ୍ୱତନ୍ତ୍ର ଟିମ୍ । ସୂଚନା ଅନୁସାରେ, ଅଭିଯୁକ୍ତ ଜଣକ ବଙ୍ଗାଲି ଫେରିବାଲା ବୋଲିସ ସୂଚନା ।କିଛିଦିନ ହେବ ଫେରିବାଲା ପିପିଲିରେ ରହି ବେପାର କରୁଥିଲା । ବାରମ୍ବାର ପିପିଲି ଓ ଡେଲାଙ୍ଗ ଥାନା ଅଞ୍ଚଳରେ ଏଭଳି ଲଜ୍ଜାଜନକ ଘଟଣା ଘଟୁଛି ।

ଅଧିକ ପଢନ୍ତୁ

kc ads