୯ରେ SHG ମହିଳାଙ୍କ ଋଣ ଛାଡ଼ ହେବ।

‘ସୁଭଦ୍ରା’ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଆଜି ୧ ଟଙ୍କା ଯାଇଛି। ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ପାଇଁ ଖାତାକୁ ପରୀକ୍ଷାମୂଳକ ଭାବେ ଟଙ୍କାଟିଏ ଆସିଛି। ୯ ତାରିଖ ଦିନ ବାକି ୪୯୯୯ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ୯ରେ SHG ମହିଳାଙ୍କ ଋଣ ଛାଡ଼ ହେବ। ୨୦୦ କୋଟିରୁ ଊଦ୍ଧର୍‌ବ ଟଙ୍କା ଛାଡ଼ କରାଯିବ।

ଅଧିକ ପଢନ୍ତୁ

Odisha Darpan Digital