ଓଡ଼ିଶା ଓପନ ଚେସ ଟୁର୍ଣ୍ଣାମେଣ୍ଟ ଭୁବନେଶ୍ୱର,(ଓଡ଼ିଶା ଦର୍ପଣ): ଅଲ୍ ଓଡ଼ିଶା ଚେସ୍ ଆସୋସିଏସନ୍,ଇ-ସ୍ପୋର୍ଟସ୍ ଆସୋସିଏସନ୍ ଅଫ୍ ଓଡ଼ିଶାର ମିଳିତ ଆନୁକୂଲ୍ୟ ଏବଂ ସୋଆ ବିଶ୍ୱବିଦ୍ୟାଳୟର ସହଯୋଗରେ ସୋଆ କ୍ୟାମ୍ପସ-୨ ଠାରେ ଆସନ୍ତା କାଲି ଠାରୁ ଆରମ୍ଭ ହେବାକୁ ଯାଉଛି ମର୍ଯ୍ୟାଦାଜନକ ୧୬ତମ ଓଡ଼ିଶା ଓପନ ଅନ୍ତର୍ଜାତୀୟ ଗ୍ରାଣ୍ଡମାଷ୍ଟର୍ସ ଚେସ୍ ଫେଷ୍ଟିଭାଲ। ଏହି ଚେସ୍ ପ୍ରତିଯୋଗିତାରେ ୨୦ଟି ରାଷ୍ଟ୍ରର ବିଶିଷ୍ଟ ଗ୍ରାଣ୍ଡମାଷ୍ଟର ତଥା ୧୨ ଶହରୁ ଉର୍ଦ୍ଧ୍ଵ ପ୍ରତିଯୋଗୀ ଅଂଶଗ୍ରହଣ କରିବେ। ସମ୍ ହସ୍ପିଟାଲ ପାଖରେ ଥିବା […]
ବାଂଲାଦେଶ ଖେଳାଳି ମୁସ୍ତାଫିଜୁର ରହେମାନଙ୍କୁ କେକେଆର ଟିମରୁ ରିଲିଜ କରିବା ପରେ ବାଂଲାଦେଶ ନେଲା ପଦକ୍ଷେପ । ଆଇପିଏଲ ଟେଲିକାଷ୍ଟକୁ ବାଂଲାଦେଶରେ ଅନିଶ୍ଚିତକାଳ ପାଇଁ ବ୍ୟାନ୍ କରିଛି ୟୁନୁସ ସରକାର । ଫଳରେ ବାଂଲାଦେଶରେ ଥିବା କ୍ରିକେଟ ଫ୍ୟାନ୍ସଙ୍କୁ ଶକ୍ତ ଝଟକା ଲାଗିଛି । ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ୨୦୨୬ ସିଜିନ୍ ପୂର୍ବରୁ କୋଲକାତା ନାଇଟ୍ ରାଇଡର୍ସ (କେକେଆର) ଦଳରୁ ଷ୍ଟାର ବାଂଲାଦେଶୀ ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ ମୁକ୍ତ କରିବାକୁ ଦାବି କରିବା […]
ନ୍ୟୁଜିଲାଣ୍ଡ ବିରୋଧରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳା ପାଇଁ ଭାରତୀୟ ଦଳର ଘୋଷଣା ହୋଇଛି । ଶୁଭମନ ଗିଲ୍ ଏହି ଶୃଙ୍ଖଳାର ଅଧିନାୟକତ୍ୱ କରିବେ ଏବଂ ଶ୍ରେୟସ୍ ଆୟରଙ୍କୁ ଉପ-ଅଧିନାୟକ କରାଯାଇଛି । ଶ୍ରେୟସ ଆୟର ମ୍ୟାଚ ଖେଳିବେ କି ନାହିଁ ଏହା ତାଙ୍କର ଫିଟନେସ୍ କ୍ଲିୟରାନ୍ସ ଉପରେ ନିର୍ଭର କରିବ।ଭାରତୀୟ ଟିମରେ ଶୁଭମାନ ଗିଲ (ଅଧିନାୟକ), ରୋହିତ ଶର୍ମା, ବିରାଟ କୋହଲି, କେ.ଏଲ୍ ରାହୁଲ, ଶ୍ରେୟସ୍ ଆୟର, ୱାଶିଂଟନ୍ ସୁନ୍ଦର, ରବୀନ୍ଦ୍ର ଜାଡେଜା, ମହମ୍ମଦ […]
ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏଥିରୁ ବାଦ ପଡିଛନ୍ତି ଉପ ଅଧିନାୟକ ଥିବା ଶୁଭମନ୍ ଗିଲ୍ । ପ୍ରଥମ କରି ଟି-୨୦ ବିଶ୍ୱକପ ଦଳର ନେତୃତ୍ୱ ନେବେ ସୂର୍ଯ୍ୟକୁମାର । ଟି-୨୦ ବିଶ୍ୱକପ୍ ଭାରତ ଓ ଶ୍ରୀଲଙ୍କା ମିଳିତ ଭାବେ ଆୟୋଜନ କରୁଛନ୍ତି । ଫେବୃଆରୀ ୭ରୁ ଆରମ୍ଭ ହେବ ବିଶ୍ବକପ ମୁକାବିଲା ।ଭାରତୀୟ ସ୍କ୍ବାର୍ଡ : ସୂର୍ଯ୍ୟକୁମାର ଯାଦବ( ଅଧିନାୟକ), ଅଭିଷେକ ଶର୍ମା, ଅକ୍ଷର ପଟେଲ ( ଉପ ଅଧିନାୟକ), […]
ଆଇପିଏଲ ୨୦୨୬ ପାଇଁ ଚାଲିଛି ମିନି ନିଲାମୀ। ମଙ୍ଗଳବାର ଅର୍ଥାତ ୧୬ ଡିସେମ୍ବରରେ ଆବୁଧାବିର ଏତିହାଦ ଏରିନାରେ ଏହା ଚାଲିଛି। ଅଷ୍ଟ୍ରେଲିୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନଙ୍କ ଉପରେ ହୋଇଛି ଟଙ୍କାର ବର୍ଷା। ଅଷ୍ଟ୍ରେଲିୟ ଅଲରାଉଣ୍ଡର କାମେରୁନ ଗ୍ରୀନଙ୍କ ଦାମ ୨୫ କୋଟି ୨୦ ଲକ୍ଷ । ଗ୍ରୀନଙ୍କ ପାଇଁ ସିଏସକେ ସହ କଡା ଟକ୍କର ପରେ କିଣିଲା କେକେଆର । ଶ୍ରୀଲଙ୍କାର ହାସରଙ୍ଗାଙ୍କୁ ବେସ ପ୍ରାଇସ ୨ କୋଟିରେ କିଣିଲା ଏଲଏସଜି । କାମେରୁନ ଗ୍ରୀନ ଏବେ […]
ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ ବଡ଼ ହଙ୍ଗାମା । ମେସିଙ୍କୁ ଦେଖି ନପାରିବାରୁ ପ୍ରଶଂସକ ମାନଙ୍କ ମଧ୍ୟରେ ବଡ଼ ବିଶୃଙ୍ଖଳା ଦେଖା ଦେଇଛି ।ସୂଚନାରୁ ପ୍ରକାଶ, ଲିଓନେଲ୍ ମେସି କୋଲକାତାର ଲେକ୍ ସିଟିରେ ତାଙ୍କର ୭୦ ଫୁଟ ଉଚ୍ଚ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ପରେ ସେ ବଲିଉଡ୍ ଷ୍ଟାର ଶାହରୁଖ ଖାନ ଏବଂ ଆରପିଜିଏସ୍ ଗ୍ରୁପ୍ ମାଲିକ ସଞ୍ଜିବ ଗୋଏଙ୍କାଙ୍କୁ ଭେଟିଥିଲେ। ତା’ପରେ ସେ କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମକୁ ଯାଇଥିଲେ, ଯେଉଁଠାରେ ପ୍ରଶଂସକମାନେ ତାଙ୍କର […]
ଭୁବନେଶ୍ୱର,(ଓଡ଼ିଶା ଦର୍ପଣ): ଓଡ଼ିଶା ଚେସ ଇତିହାସରେ ପ୍ରଥମ ଥର ପାଇଁ ଆଇପିଏଲ ଢାଞ୍ଚାରେ ଜିଲ୍ଲା ଚେସ ପ୍ରିମିୟର ଲିଗ ପାଇଁ ଖେଳାଳି ନିଲାମୀ ସମାରୋହ ୟୁନିଟ-୯ ସ୍ଥିତ ରୋଟାରୀ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଅଲ ଓଡ଼ିଶା ଚେସ ଆସୋସିଏସନ ଏବଂ ରୋଟାରୀ କ୍ଳବ ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଖେଳାଳି ନିଲାମୀ ସମାରୋହରେ ମୁଖ୍ୟ ଅତିଥି ଭାବେ ରାଜୀବ ସାହୁ ଯୋଗଦାନ କରି ଘଣ୍ଟି ବଜାଇ ଉଦଘାଟନ କରିଥିଲେ। ରୋଟାରୀ କ୍ଳବ ସଭାପତି ସଞ୍ଜୟ […]
ରାଞ୍ଚି ପରେ ରାୟପୁରରେ ଶତକୀୟ ଇନିଂସ ଖେଳିଲେ କିଙ୍ଗ କୋହଲି । ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ଦିନିକିଆରେ ୯୦ ବଲରେ ଶତକ ହାସଲ କରିଛନ୍ତି ବିରାଟ କୋହଲି । ଏହା ବିରାଟଙ୍କ ଦିନିକିଆ କ୍ୟାରିୟରର ୫୩ତମ ଶତକ । ଏହା ପୂର୍ବରୁ ରାଞ୍ଚିରେ ୧୩୫ ରନର ଦମଦାର ଇନିଂସ ଖେଳିଥିଲେ ବିରାଟ କୋହଲି । ଦିନିକିଆରେ ୫୩ ତମ ଶତକ ମାରି ନୂଆ ରେକର୍ଡ ସୃଷ୍ଟି କରିଛନ୍ତି କିଙ୍ଗ କୋହଲି। ଏହା ପୂର୍ବରୁ ଦିନିକିଆରେ ୫୦ଟି ଶତକ […]
ଶରଣକୁଳ,(ଓଡ଼ିଶା ଦର୍ପଣ)ଶରଣକୁଳ ଭିକାରୀପଡା ସ୍ଥିତ କେ.ଏସ.ବି ପବ୍ଲିକ ସ୍କୁଲରେ ଦୁଇଦିନ ଧରି ଚାଲୁ ରହିଥିବା ବାର୍ଷିକ କ୍ରୀଡ଼ା ଉତ୍ସବ ଶନିବାର ଉଦଯାପିତ ହୋଇଯାଇଛି।ଶୁକ୍ରବାର ଅନୁଷ୍ଠିତ ଏହି କ୍ରୀଡା ଉତ୍ସବର ଉଦଘାଟନୀ ଉତ୍ସବ ଲଡ଼ୁବାବାଙ୍କ ମନ୍ଦିର ସିଂହଦ୍ୱାରରେ ଅନୁଷ୍ଠିତ ହୋଇଥିଲା ଲ ସ୍କୁଲ ସମ୍ପାଦକ ବରିଷ୍ଠ ଶିକ୍ଷବିତ ପ୍ରଶାନ୍ତ କୁମାର ଦାଶ, କଣ୍ଠଶିଳ୍ପୀ ରବୀନ୍ଦ୍ର ତ୍ରିପାଠୀ,ଅଧ୍ୟକ୍ଷ ନୀଳମାଧଵ ତ୍ରିପାଠୀ,ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ, ରାଜେନ୍ଦ୍ର ତ୍ରିପାଠୀ, ସବିତା ସାହୁ, ସମାଜ ସେବୀ ଜୟ କୃଷ୍ଣ ସାହୁ ପ୍ରମୁଖ ଅତିଥି ରୂପେ […]
ଦ୍ବିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଠାରୁ ୪୦୮ ରନରେ ପରାଜୟ । ଟେଷ୍ଟ ଇତିହାସରେ ଭାରତର ଏହା ରନ୍ ବ୍ୟବଧାନରେ ସବୁଠାରୁ ବଡ଼ ପରାଜୟ ଘଟିଛି । ଏହି ପରାଜୟ ପରେ ଏବେ ଟିମ୍ ଇଣ୍ଡିଆର ପ୍ରତ୍ୟେକ ଖେଳାଳିଙ୍କ ସହ ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ ପାରିବାପଣିଆ ଉପରେ ପ୍ରଶ୍ନ ଉଠିବାରେ ଲାଗିଛି । ତେବେ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଯେଉଁଥିରେ ତାଙ୍କୁ ପଚରାଯାଇଛି ଯେ ସେ ଟେଷ୍ଟ କ୍ରିକେଟ […]
ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏଥିରେ କେଏଲ ରାହୁଲଙ୍କୁ ଅଧିନାୟକ ଦାୟିତ୍ୱ ମିଳିଛି । ସେ ଆହତ ହୋଇ ବାଦ ପଡିଥିବା ଶୁଭମନ ଗିଲ୍ ଏବଂ ଉପ ଅଧିନାୟକ ଶ୍ରେୟସ ଆୟରଙ୍କ ଜାଗାରେ ଦଳର ନେତୃତ୍ୱ ନେବେ । ତେବେ ଏହି ଦଳରୁ ଅପ୍ରତ୍ୟାଶିତ ଭାବରେ ୫ ଜଣ ଷ୍ଟାର୍ ଖେଳାଳିଙ୍କୁ ବାଦ୍ ଦେଇଛି ବିସିସିଆଇ । କେହି ଆହତ ସମସ୍ୟା ଦେଇ ଗତି କରୁଥିବା ବେଳେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): କ୍ରିକେଟ ଖେଳା ଯାଉଥିବା ଆଇପିଏଲ ଢାଞ୍ଚାରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶା ଚେସ ପ୍ରିମିୟର ଲିଗ୍ ଭୁବନେଶ୍ୱର ଠାରେ ଆସନ୍ତା ୧୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ଚେସ ପ୍ରିମିୟର ଲିଗ ପାଇଁ ଖେଳାଳି ନିଲାମୀ ପ୍ରକ୍ରିୟା ଭୁବନେଶ୍ୱର ସ୍ଥିତ ହୋଟେଲ ଲେମନ ଟ୍ରି ଠାରେ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟ ତଥା ଜାତୀୟ ସ୍ତରର ମନ୍ୟତା ପ୍ରାପ୍ତ ଖେଳାଳି ମାନେ ସାମିଲ ହୋଇଥିବା ବେଳେ ୧୨ଟି […]
