ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ ପାଇଁ ହେବ MOU । କେନ୍ଦୁଝର ଗସ୍ତ ଅବସରରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭୁବନେଶ୍ୱରରେ ଆଗାମୀ ୨୮-୨୯ ତାରିଖରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଏକ ଏମଓୟୁ ସ୍ବାକ୍ଷରିତ ହେବ। ଜିଲ୍ଲାର ଶିକ୍ଷା, ସ୍ଵାସ୍ଥ୍ୟ ଆଦି ସବୁ କ୍ଷେତ୍ରର ବିକାଶ ପାଇଁ ଉଦ୍ୟମ ଜାରି ରହିଛି।କେନ୍ଦୁଝରରେ ପ୍ରାକୃତିକ ସମ୍ପଦ ଭରି ରହିଛି, ଷ୍ଟିଲ ପ୍ଲାଣ୍ଟ ପ୍ରତିଶ୍ରୁତି ଦେଉଛି । କେନ୍ଦୁଝରର ବିକାଶକୁ ସବୁବେଳେ ପ୍ରାଥମିକତା ଦେବି ବୋଲି ମୋହନ ମାଝୀ କେନ୍ଦୁଝର ଗସ୍ତ ସମୟରେ ଘୋଷଣା କରିଛକନ୍ତି ।