ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ତ୍ରୀ କାମ କରୁଥିବା ଦୋକାନ ମାଲିକଙ୍କ ଉପରକୁ ଗୋଡିବୋମା ଫୋପାଡିଲା ସ୍ବାମୀ । ନୟାଗଡ଼ ଜିଲ୍ଲା ରଣପୁର ଥାନା ରାଜସୁନାଖଳାରେ ଘଟିଛି ଏହିଭଳି ଘଟଣା |ସୂଚନାମୁତାବକ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବ ବ୍ୟବସାୟୀ ସନ୍ତୋଷ କୁମାର ସାହୁଙ୍କ ଉପରେ ବୋମା ମାଡ଼ ହୋଇଛି l ଗୁରୁତର ଭାବେ ଭୁବନେଶ୍ୱରରେ ଚିକିତ୍ସିତ ଅଛନ୍ତି ସନ୍ତୋଷ l । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।ବୋମା ମାଡ଼ର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି l ପୁର୍ବଶତ୍ରୁତାକୁ ହିଁ କାରଣ l
