ଗନ୍ଧମାର୍ଦ୍ଧନ ପର୍ବତକୁ ଜାତୀୟ ସମ୍ପତ୍ତିର ମାନ୍ୟତା ଦାବି କଲେ ପ୍ରଦୀପ ପୁରୋହିତ

ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ବରଗଡ ଏମପି ପ୍ରଦୀପ ପୁରୋହିତ । ଗନ୍ଧମାର୍ଦ୍ଧନ ପର୍ବତକୁ ଜାତୀୟ ସମ୍ପତ୍ତିର ମାନ୍ୟତା ଦାବି କରିଛନ୍ତି । ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପୀଠକୁ ପରିଦର୍ଶନରେ ଆସିବା ପାଇଁ ନିମନ୍ତ୍ରଣ କରିଥିବା ଜଣାପଡିଛି ।ଓଡ଼ିଶାର ପଶ୍ଚିମାଞ୍ଚଳର ୧୧ଟି ଜିଲାର ଲୋକଙ୍କ ସମ୍ବଲପୁରୀ-କୋଶଲି ଭାଷା ମାତୃଭାଷା ହୋଇଥିବା ବେଳେ ଓ ଭାଷାର ଏକ ସମୃଦ୍ଧ ସାହିତ୍ୟ ବ୍ୟାକରଣ ଥିବାରୁ ସମ୍ବଲପୁରୀ – କୋଶଲି ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ପାଇଁ ମଧ୍ୟ ଅନୁରୋଧ କରିଛନ୍ତି |

ଅଧିକ ପଢନ୍ତୁ