ଆଜି ପୁରୀରେ ବସିବ ୨୦୨୫-୨୬ ବର୍ଷ ପାଇଁ ପଞ୍ଜିକା ସମୀକରଣ ବୈଠକ ।

ଆଜି ପୁରୀରେ ବସିବ ୨୦୨୫-୨୬ ବର୍ଷ ପାଇଁ ପଞ୍ଜିକା ସମୀକରଣ ବୈଠକ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ଦିନ ୧୨ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏହି ବୈଠକ ବସିବ । ବିଭିନ୍ନ ପଞ୍ଜିକାରେ ତ୍ରୁଟି ନେଇ ପୂର୍ବରୁ ବିବାଦ ଦେଖାଦେଇଛି । ତେବେ ଏହି ବୈଠକରେ ନୀତି ପ୍ରଶାସକଙ୍କ ସହ ପଞ୍ଜିକାର, ପୂଜାପଣ୍ଡା ଓ ମୁକ୍ତିମଣ୍ଡପ ସଦସ୍ୟ ଏହି ବୈଠକରେ ଉପସ୍ଥିତ ରହିବେ ।ବିଭିନ୍ନ ପଞ୍ଜିକାରେ ତ୍ରୁଟିକୁ ନେଇ ବିଗତ ଦିନରେ ବିବାଦ ଦେଖାଦେଇଛି। ଆଜିର ବୈଠକରେ ଏପ୍ରସଙ୍ଗରେ ସବିଶେଷ ଆଲୋଚନା କରାଯିବ।

ଅଧିକ ପଢନ୍ତୁ