ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତାରେ ଏନକାଉଣ୍ଟର ।

ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା କେନାଲ ବନ୍ଧରେ ଆଜି ସକାଳୁ ସକାଳୁ ଏନକାଉଣ୍ଟର ହୋଇଛି। ଆପାର୍ଟମେଣ୍ଟ ଲୁଟେରା ଅର୍ଜୁନ ଅନାରେକୁ ଏନକାଉଣ୍ଟର ହୋଇଛି। ଭୋର୍‌ରେ ଲୁଟ୍ ଉଦ୍ୟମ ବେଳେ ପୋଲିସ ଏନକାଉଣ୍ଟର କରିଛି। ବାଲିଅନ୍ତା ଥାନା ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ହଠାତ୍ ଅର୍ଜୁନ ଅନାରେ ତାର ଗ୍ରୁପ ଆପାର୍ଟମେଣ୍ଟ ଲୁଟ କରିବା ପାଇଁ ଯୋଜନା କରୁଥିବା ବେଳେ ପୋଲିସ ଦେଖି ଦେଇଥିଲା।ପୋଲିସକୁ ଦେଖି ଅର୍ଜୁନ ସହ ତାଙ୍କ ଗ୍ରୁପ ଫେରାର୍ ହେବା ପାଇଁ ବସିଥିବା ବେଳେ ପୋଲିସ ତାଙ୍କୁ ଗୋଡ଼ାଇଥିଲା। ସେହି ସମୟରେ ବାଲିଅନ୍ତା କେନାଲ ବନ୍ଧ ଉପରେ ଅର୍ଜୁନ ପୋଲିସ ଉପରକୁ ଗୁଳିମାଡ଼ କରିଥିଲା ।

ଅଧିକ ପଢନ୍ତୁ

Odisha Darpan Digital