ଜାଲରେ ପଡିଲା ୨ କୁଇଣ୍ଟାଲର ସାର୍କ ମାଛ ।

ଜାଲରେ ପଡିଲା ୨ କୁଇଣ୍ଟାଲର ସାର୍କ ମାଛ । ଓଡିଶା ସୀମାନ୍ତ ପଶ୍ଚିମବଙ୍ଗର କାଁଥି ଅଂଚଳରେ ମତ୍ସ୍ୟ ଯିବି ମାନେ ଗଭୀର ସମୁଦ୍ରରୁ ଏହି ୨ କୁଇଣ୍ଟାଲର ସାର୍କ ମାଛକୁ ଧରିଛନ୍ତି । କାନ୍ଥିର ପେଟୁଆଘାଟ ମତ୍ସ୍ୟ ବନ୍ଦରରେ ଏହି ମାଛଟି ଧରା ପଡ଼ିଛି ।ଏହି ମାଛର ଆନୁମାନିକ ମୂଲ୍ୟ ୧ ଲକ୍ଷ ହେବ ବୋଲି ଜଣା ପଡିଛି । ବନ୍ଦରରେ ମାଛଟିକୁ ଦେଖିବା ପାଇଁ ଲୋକଙ୍କ ଭିଡ଼ ଦୀଘା ନଦୀ ମୁହାଣରେ ଥିବା ମତ୍ସ୍ୟ ସମ୍ପଦ ନିଲାମ କେନ୍ଦ୍ରରେ ମାଛକୁ ବିକ୍ରି କରାଯାଇଥିବା ଜଣା ପଡିଛି।

ଅଧିକ ପଢନ୍ତୁ