ଆଜିର ଖବର ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ। By odishadarpan March 4, 2025March 4, 2025 ଶ୍ରୀମନ୍ଦିରରେ ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ। ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ଆଜିର ଖବର ରାତିରେ ଧାନ ଚୋରି କରି ନେଉଥିବା ବେଳେ କାବୁ କଲେ ଗ୍ରାମବାସୀ । By odishadarpan November 27, 2024November 27, 2024
ଆଜିର ଖବର ଆଜି ସଂଧ୍ୟାରେ ବିଧାନସଭାରେ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ By odishadarpan February 17, 2025February 17, 2025