୨୦୨୫-୨୬ ଆର୍ଥିକବର୍ଷ ପାଇଁ ଟାରିଫ ଜାରି କରିବ OERC ।

ଆଜି ଆସିବ ନୂଆ ବିଦ୍ୟୁତ ଟାରିଫ । ୨୦୨୫-୨୬ ଆର୍ଥିକବର୍ଷ ପାଇଁ ଟାରିଫ ଜାରି କରିବ OERC । ବିଦ୍ୟୁତ କମ୍ପାନୀମାନଙ୍କ ସହ ଆଲୋଚନା ପରେ ଆସିବ ନୂଆ ଟାରିଫ । ଆଜି ଅପରାହ୍ଣ ୪ଟାରେ ଘୋଷଣା କରିବ OERC । ଅନେଇ ସୂଚନା ଦେଇଛନ୍ତି ଓଡ଼ିଶା ବିଦ୍ୟୁତ ନିୟାମକ ବୋର୍ଡର ଉପନିର୍ଦ୍ଦେଶକ ।ଗତ ମାର୍ଚ୍ଚ ୧ରେ ବସିଥିଲା ରାଜ୍ୟ ଉପଦେଷ୍ଟା କମିଟି ବୈଠକ । ଏଥିରେ ଦର ବୃଦ୍ଧି ନେଇ କମ୍ପାନୀମାନେ ଦେଇଥିବା ପ୍ରସ୍ତାବ ଉପରେ ଚୂଡାନ୍ତ ନିଷ୍ପତ୍ତି ନିଆଯାଇଛି । ଏପ୍ରିଲରୁ ନୂଆ ବିଜୁଳି ଦର ଲାଗୁ ହେବ ।

ଅଧିକ ପଢନ୍ତୁ

kc ads