ରାଜ୍ୟରେ ହଜାରେ ଅତିକ୍ରମ କଲା କରୋନା, କେଉଁ ଜିଲ୍ଲାରୁ କେତେ ଚିହ୍ନଟ ପଢନ୍ତୁ

ଭୁବନେଶ୍ୱର,(ଓଡିଶା ଦର୍ପଣ): ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୮୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୦୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୦୪୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୦୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୬୦୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୩୪ ଜଣ ଅଛନ୍ତି। ତେବେ କେଉଁ ଜିଲ୍ଲାରୁ କେତେ ଚିହ୍ନଟ ପଢନ୍ତୁ…

ବାଲେଶ୍ଵର ଜିଲ୍ଲାରୁ- ୨୦

ବରଗଡ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୭

ବଲାଙ୍ଗୀରି ଜିଲ୍ଲାରୁ- ୭

ବୌଦ୍ଧ ଜିଲ୍ଲାରୁ- ୧୩

କଟକ ଜିଲ୍ଲାରୁ- ୨୦୫

ଦେବଗଡ ଜିଲ୍ଲାରୁ- ୪

ଢେଙ୍କାନାଳ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୧୦

ଗଞ୍ଜାମ ଜିଲ୍ଲାରୁ- ୬

ଜଗତସିଂହପୁର ଜିଲ୍ଲାରୁ- ୨୨

ଯାଜପୁର ଜିଲ୍ଲାରୁ- ୧୮

ଝାରସୁଗୁଡା ଜିଲ୍ଲାରୁ- ୧୨

କଳାହାଣ୍ଡି ଜିଲ୍ଲାରୁ- ୧୦

କନ୍ଧମାଳ ଜିଲ୍ଲାରୁ- ୨

କେନ୍ଦ୍ରାପଡା ଜିଲ୍ଲାରୁ- ୧୫

କେନ୍ଦୁଝର ଜିଲ୍ଲାରୁ- ୬

ଖୋର୍ଦ୍ଧା ଜିଲ୍ଲାରୁ- ୩୩୫

କୋରାପୁଟ ଜିଲ୍ଲାରୁ- ୪

ମୟୂରଭଞ୍ଜ ଜିଲ୍ଲାରୁ- ୨୮

ନବରଙ୍ଗପୁର ଜିଲ୍ଲାରୁ- ୯

ନୟାଗଡ ଜିଲ୍ଲାରୁ- ୧୯

ନୂଆପଡା ଜିଲ୍ଲାରୁ- ୯

ପୁରୀ ଜିଲ୍ଲାରୁ- ୨୮

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୩୧

ସୋନପୁର ଜିଲ୍ଲାରୁ- ୩୨

ସୁନ୍ଦରଗଡ ଜିଲ୍ଲାରୁ- ୧୦୬

ଷ୍ଟେଟ ପୁଲରୁ- ୭୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୭ ହଜାର ୧୭୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୩ ହଜାର ୧୬୯ ଏବଂ ବର୍ତ୍ତମାନ ୪୮୨୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଅଧିକ ପଢନ୍ତୁ

kc ads