ଆଗାମୀ ୨ରୁ ୩ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ଶୁକ୍ରବାର ରାଜ୍ୟର ୧୧ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି। ତେବେ ଏହି ୧୧ ଜିଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ାରେ କାଳେବୈଶାଖୀ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମାରିବ।ଏସବୁ ଜିଲ୍ଲାକୁ କୁଆପଥର ମାଡ ସହ କାଳବୈଶାଖୀ ବର୍ଷା ହୋଇପାରେ । ଏହା ସହ ଘଣ୍ଟାକୁ ୬୦ରୁ ୭୦ କିମି ବେଗରେ ପବନ ବହିବା ନେଇ ସୂଚନା ରହିଛି । କାଳବୈଶାଖୀ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ ।

ଅଧିକ ପଢନ୍ତୁ

Odisha Darpan Digital