ପଞ୍ଚାୟତ ଉପ ନିର୍ବାଚନକୁ ସ୍ଥଗିତ ରଖିଲେ ରାଜ୍ୟ ନିର୍ବାଚନ କମିଶନ ।

ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରଖିଲେ ରାଜ୍ୟ ନିର୍ବାଚନ କମିଶନ । ଶୀଘ୍ର ମୌସୁମୀ ଆସୁଥିବାରୁ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ଘୋଷଣା କରାଯାଇଥିବା ସୂଚନା ।ଜୁନ୍ ୨୩ ଉପନର୍ବାଚନ ନେଇ ଘୋଷଣା ହୋଇଥିଲା । ୧୧୩୧ଟି ଖାଲି ପଦ ପାଇଁ ହୋଇଥାଆନ୍ତା ଉପନିର୍ବାଚନ । ତେବେ ମୌସୁମୀ ଶେଷ ହେଲେ ହେବ ଉପନିର୍ବାଚନ । ୪୩ ସରପଞ୍ଚ ଓ ୨୭୨ ୱାର୍ଡ ସଭ୍ୟ ପାଇଁ ହେବାର ଥିଲା ଉପନିର୍ବାଚନ। ଏଥିପାଇଁ ଆସନ୍ତାକାଲି ୧୦ଟାରେ ବ୍ଳକ, ପଞ୍ଚାୟତ ଓ ୱାର୍ଡରେ ଉପ ନିର୍ବାଚନ ପାଇଁ ନୋଟିସ ଜାରି ହୋଇଥାନ୍ତା ।

ଅଧିକ ପଢନ୍ତୁ

kc ads