ହୋଟେଲରେ ଚାଲିଥିଲା ସେକ୍ସ୍ ରାକେଟ୍, ଦେହଜୀବି ସହ ୧୯ ଗିରଫ

ହୋଟେଲରେ ଚାଲିଥିଲା ସେକ୍ସ୍ ରାକେଟ୍, ରେଡ୍ ବେଳେ ଧରାପଡ଼ିଲା । ମେରାଇନ ଥାନା ତାଳସାରିର ଏକ ହୋଟେଲରେ ସେକ୍ସ୍ ରାକେଟ୍ ଚାଲିଥିବା ବେଳେ ପୋଲିସର ଚଢାଉ ।ଏହା ସହ ଉକ୍ତ ହୋଟେଲକୁ ସିଜ କରିବା ସହିତ ସେକ୍ସ ରାକେଟରେ ବ୍ୟବହାର ହେଉଥିବା ଏକ ସ୍ବିଫ୍ଟକାର ମଧ୍ୟ ଜବଦ ହୋଇଛି । ତେବେ ସେକ୍ସ ରାକେଟ ଚାଲୁଥିବା ବେଳେ ୧୦ ଜଣ ଦେହଜୀବି , ୬ ଜଣ ଦଲାଲ ଏବଂ ୩ ଜଣ ଗ୍ରାହକଙ୍କ ସମେତ ମୋଟ ୧୯ ଜଣଙ୍କୁ ଗିରଫ କରିଛି ପୋଲିସ ।

ଅଧିକ ପଢନ୍ତୁ

kc ads