ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଖୁବଶୀଘ୍ର ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟରେ ବିଜେପି ସରକାରର ବର୍ଷେ ପୂର୍ତ୍ତି ଅବସରରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ ।  ଓଡ଼ିଶା ଆସିବା ନେଇ PMO ପକ୍ଷରୁ ସୂଚନା ମିଳିଛି ।

12 ତାରିଖକୁ ମୋହନ ସରକାରଙ୍କୁ ପୁରୁଛି ବର୍ଷେ । ଏନେଇ ଜନତା ମଇଦାନରେ ହେବ ବର୍ଷପୂର୍ତ୍ତି କାର୍ଯ୍ୟକ୍ରମ । 11 ରୁ 13 ତାରିଖ ଯାଏଁ ଚାଲିବ କାର୍ଯ୍ୟକ୍ରମ ।

ଅଧିକ ପଢନ୍ତୁ

kc ads