୧୨ ନୁହେଁ, ଜୁନ ୨୦ ରେ ଓଡ଼ିଶା ଆସିବେ ମୋଦି

ଆସନ୍ତା ୨୦ ରେ ଆସିବେ ପ୍ରଧାନମନ୍ତ୍ରୀ ମୋଦୀ । ୧୨ ତାରିଖ ବଦଳରେ ୨୦ରେ ଆସୁଛନ୍ତି ମୋଦୀ । ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ୨୦ ରେ ପାଳନ ହେବ ରାଜ୍ୟ ସରକାରଙ୍କର ବର୍ଷପୂର୍ତ୍ତି ବଡ଼ ଉତ୍ସବ । ଆଉ ଏହି ଉତ୍ସବରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।କେନ୍ଦ୍ରରେ ମୋଦୀ ସରକାରଙ୍କ ୧୧ ବର୍ଷ । ରାଜ୍ୟରେ ବିଜେପି ସରକାରର ୧ ବର୍ଷ ପୂର୍ତ୍ତି ପାଳନ ପାଇଁ ରାଜ୍ୟ ବିଜେପିର ଯୋଜନା । ବୁମଜଥ୍, ମଣ୍ଡଳ, ଜିଲ୍ଲା ଏବଂ ରାଜ୍ୟ ସ୍ତରରେ କମିଟି ବର୍ଷ ପୂର୍ତ୍ତି ପାଳନ ପାଇଁ ଗଠନ ହୋଇଛି କମିଟି । ଜୁନ୍ ୯ ରୁ ରାଜ୍ୟବ୍ୟାପୀ ଆରମ୍ଭ ହେବ ବିଭିନ୍ନ କାର୍ଯ୍ୟକ୍ରମ ।

ଅଧିକ ପଢନ୍ତୁ

kc ads