IPS ଉତ୍କଳ ରଞ୍ଜନ ସାହୁ ହେଲେ RPSCର ନୂତନ ଅଧ୍ୟକ୍ଷ

ରାଜସ୍ଥାନ ଲୋକସେବା ଆୟୋଗ (RPSC)ର ନୂତନ ଅଧ୍ୟକ୍ଷ ହେଲେ ଓଡ଼ିଆ ପୁଅ ଉତ୍କଳ ରଞ୍ଜନ ସାହୁ । ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ଉତ୍କଳ । ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ଉତ୍କଳ ।

ସେ କହିଛନ୍ତି ଯେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି, ଏବଂ ସେ ଏହାକୁ ପୂର୍ଣ୍ଣ ନିଷ୍ଠାର ସହିତ ପାଳନ କରିବେ। ଉତ୍କଳ କହିଛନ୍ତି, “ମୁଁ ଗତ 35 ବର୍ଷ ଧରି ସରକାରୀ ଚାକିରିରେ ଅଛି । ବର୍ତ୍ତମାନ ମୁଁ ଏହି ପଦବୀ ଅନୁସାରେ କାମ କରିବାକୁ ମୋର ସର୍ବୋତ୍ତମ ଚେଷ୍ଟା କରିବି।ନୂଆ ଦାୟିତ୍ୱ ନେଇ ରାଜସ୍ଥାନ ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ଆସନ୍ତା ବର୍ଷ ଜୁନ ପର୍ଯ୍ୟନ୍ତ RPSC ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିବେ।

ଅଧିକ ପଢନ୍ତୁ

kc ads