କିଛି ଦିନ ହେବ ଲଗାତାର ହ୍ରାସ ପାଉଛି ସୁନା ଦର । ଯାହା ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି ସହ ଆଣିଛି ଖୁସି ଖବର । ତେବେ ଆଜି ୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୭,୪୨୦ ଟଙ୍କା ରହିଛି । ଗତକାଲି ୯୮,୦୨୦ ଟଙ୍କା ଥିଲା । ଏଥିରେ ୬୦୦ ଟଙ୍କା ହ୍ରାସ ହୋଇଛି ।
୨୨ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୮୯,୩୦୦ ଟଙ୍କା ରହିଛି । ଗତକାଲି ୮୯,୮୫୦ ଟଙ୍କା ଥିଲା । ଏଥିରେ ୫୫୦ ଟଙ୍କା ହ୍ରାସ ହୋଇଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୭ , ୮୦୦ ଟଙ୍କା ହୋଇଛି ।