ଆଜି ସୁନା ଦର କମିଛି ।

ଆଜି ସୁନା ଦର କମିଛି । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ତେବେ ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୮,୨୯୦ ଟଙ୍କା ରହିଛି । ଗତକାଲି ୯୮,୮୩୦ ଟଙ୍କା ଥିଲା । ଏଥିରେ ୫୪୦ ଟଙ୍କା ହ୍ରାସ ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୦,୧୦୦ ଟଙ୍କା ରହିଛି । ଗତକାଲି ୯୦,୬୦୦ ଟଙ୍କା ଥିଲା । ଏଥିରେ ୫୦୦ ଟଙ୍କା ହ୍ରାସ ହୋଇଛି ।୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୩,୭୨୦ ଟଙ୍କା ରହିଛି । ଗତକାଲି ୭୪,୧୩୦ ଟଙ୍କା ଥିଲା । ଏଥିରେ ୪୧୦ ଟଙ୍କା ହ୍ରାସ ହୋଇଛି ।ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୦ , ୦୦୦ ଟଙ୍କା ହୋଇଛି ।

ଅଧିକ ପଢନ୍ତୁ

kc ads