ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ ।

ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଭାରପ୍ରାପ୍ତ ମୁଖ୍ୟ ଯୋଗାଣ ଅଧିକାରୀ ପୁଷା ମୁଣ୍ଡା। ଛତ୍ରପୁର ନିକଟ ଜାତୀୟ ରାଜପଥରେ ତାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛି ବ୍ରହ୍ମପୁର ଭିଜିଲାନ୍ସ ବିଭାଗ। । ସେ ଛତ୍ରପୁର ବ୍ୟାଙ୍କ କଲୋନୀ ଭଡ଼ା ଘରୁ ନିଜ ଘରୁ ଅଫିସ ଯାଉଥିବା ସମୟରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଥିଲା। ୩ ଦିନ ଧରି ଭିଜିଲାନ୍ସ ଟିମ୍‌ ତାଙ୍କୁ ନଜରରେ ରଖିଥିବା ସୂଚନା ମିଳିଛି। ତାଙ୍କ ଗାଡ଼ିରୁ ୫୦୦ ଟଙ୍କିଆ ୬ଟି ବ୍ୟାଣ୍ଡେଲରେ ଟଙ୍କା ଜବତ କରାଯାଇଛି।

ଅଧିକ ପଢନ୍ତୁ

Odisha Darpan Digital