ପିସିସି ସଭାପତି ଭକ୍ତ ଦାସଙ୍କୁ ପୋଲିସ ଆରେଷ୍ଟ କରିଛି

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ଉଦ୍ୟମ ବେଳେ କଂଗ୍ରେସ କର୍ମୀ ଓ ପୋଲିସ ଧସ୍ତାଧସ୍ତି ସ୍ଥିତି ଦେଖିବାକୁ ମିଳିଛି । ତେବେ ପିସିସି ସଭାପତି ଭକ୍ତ ଦାସଙ୍କୁ ପୋଲିସ ଆରେଷ୍ଟ କରିଛି। ଆନ୍ଦୋଳନସ୍ଥଳରୁ ଭକ୍ତଙ୍କୁ ଉଠାଇ ନେଇଛି ପୋଲିସ।ସେପଟେ ମହିଳା ନିର୍ଯାଚନା ବିରୋଧ ଓ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ କଂଗ୍ରେସ ପ୍ରତିବାଦ ଜାରି ରଖିବ ବୋଲି କହିଛନ୍ତି ଭକ୍ତ ଦାସ । ଏଥିସହ ମୋହନ ମାଝୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦିଅନ୍ତୁ ବୋଲି ସେ ଦାବି କରିଛନ୍ତି ।

ଅଧିକ ପଢନ୍ତୁ

kc ads