ପ୍ରମୋସନ ପାଇଁ ଧରାଧରି ଚଳିବ ନାହିଁ: ଦେଓ ରଞ୍ଜନ ସିଂ

ଅଫିସରଙ୍କୁ ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ କଡା ଜବାବ । ପ୍ରମୋସନ ପାଇଁ ଧରାଧରି ଚଳିବ ନାହିଁ କହିଲେ ଦେଓ ରଞ୍ଜନ ସିଂ ।ଏଥର ପ୍ରଦର୍ଶନ ଆଧାରରେ ରାଜସ୍ୱ ଅଧିକାରୀଙ୍କ ସିସିଆର୍‍ ଲେଖା ଯିବ । ପ୍ରଦର୍ଶନକୁ ୧ରୁ ୫ଭିତରେ ରେଟିଂ କରାଯାଇଛି । ସେହି ଅନୁସାରେ ପ୍ରମୋସନ ମିଳିବ । ଏହାସହିତ ଏଆଇ ଜରିଆରେ ଅଫିସରଙ୍କ କାର୍ଯ୍ୟର ତର୍ଜମା କରାଯିବ । ଅଫିସରମାନ ଭାବୁଛନ୍ତି ଯେ ସେମାନେ ଭଲ କାମ କରୁଛନ୍ତି ହେଲେ ଜନସାଧାରଣଙ୍କ ଫିଡବ୍ୟାକ୍‍ ବହୁତ ଖରାପ ରହିଛି । ଏଥିପାଇଁ ରାଜସ୍ୱ ଅଧିକାରୀ ନିଜ କାର୍ଯ୍ୟରେ ସୁଧାର ଆଣିବା ଉଚିତ ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ କହିଛନ୍ତି । ନଚେତ

ଅଧିକ ପଢନ୍ତୁ

kc ads