ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୯,୯୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୧ ,୬୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୯,୯୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୧ ହଜାର ୬୦୦ ଟଙ୍କାକୁ ପହଞ୍ଚିଛି ।୧୮ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୭୪,୯୫୦ ଟଙ୍କା ରହିଛି । ଗତକାଲି ୭୫,୩୬୦ ଟଙ୍କା ଥିଲା । ଏଥିରେ ୪୧୦ ଟଙ୍କା ହ୍ରାସ ହୋଇଛି ।
ସେହିପରି ରୁପା ଦାମ୍ ମଧ୍ୟ କମିଛି । ୧୦୦ ଗ୍ରାମ୍ ରୁପା ଦାମ୍ ୧୨,୬୦୦ ଟଙ୍କା ରହିଛି । ଗତକାଲି ୧୨,୮୦୦ ଥିଲା । ଏଥିରେ ୨୦୦ ଟଙ୍କା ହ୍ରାସ ହୋଇଛି ।