ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି; ସଂଧ୍ୟା ୬ରୁ ରାତି ୧୦ ଯାଏଁ ସାଧାରଣ ଦର୍ଶନ ବନ୍ଦ 

ଶ୍ରୀମନ୍ଦିରରେ ଆଜି ବନକଲାଗି ନୀତି ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଅଧିକ ପଢନ୍ତୁ

Odisha Darpan Digital