ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ

ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ । ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ୨୧ ଅଗଷ୍ଟ ଯାଏ ନାମାଙ୍କନପତ୍ର ଦାଖଲ ହେବ । ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ଯାଏଁ ହେବ ଭୋଟିଂ । ୨୫ ଅଗଷ୍ଟ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର ହେବ ।୨୩୩ ରାଜ୍ୟସଭା ସାଂସଦ, ୧୨ ରାଜ୍ୟସଭା ମନୋନୀତ ସାଂସଦ ଏବଂ ୫୪୩ ଲୋକସଭା ସାଂସଦ ଉପରାଷ୍ଟ୍ରପତିଙ୍କ ନିର୍ବାଚନ ପାଇଁ ଭୋଟ ଦେବେ । ଜଗଦୀପ ଧନଖଡ ଇସ୍ତଫା ପରଠାରୁ ଏହି ପଦବୀ ଖାଲି ପଡ଼ିଛି। ତେବେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଧନଖଡ଼ ଉପରାଷ୍ଟ୍ରପତି ପଦବୀରୁ ଇସ୍ତଫା ଦେଇଥିଲେ।

ଅଧିକ ପଢନ୍ତୁ

Odisha Darpan Digital