ମଧ୍ୟାହ୍ନ ଭୋଜନରେ ଝିଟିପିଟି,ଖାଦ୍ୟ ଖାଇ ହସ୍ପିଟାଲରେ ଛାତ୍ରଛାତ୍ରୀ

ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ମୁରିବାହାଲ ବ୍ଲକ ବଡ଼ତେନ୍ତୁଳୀଖୁଣ୍ଟି ଗ୍ରାମର ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଶନିବାର ଝିଟିପିଟି ପଡିଥିବା ଜଣାପଡିଛି। ଖାଦ୍ୟ ଖାଇବା ପରେ କିଛି ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡିଥିବା ଘଟଣା ସମ୍ପର୍କରେ ଜାଣି ଅଭିଭାବକ ମହଲରେ ଉତ୍ତେଜନା ପ୍ରକାଶ ପାଇଛି। ତେବେ ଅସୁସ୍ଥ ହୋଇପଡିଥିବା ଛାତ୍ରଛାତ୍ରୀଙ୍କୁ ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଅଧିକ ପଢନ୍ତୁ

Odisha Darpan Digital