ଆଜିର ଖବର ଓଡ଼ିଶାରେ ମୁକ୍ତିଲାଭ କରିଥିବା ପାଞ୍ଚଟି ସିନେମା ହେବ ଟାକ୍ସ ଫ୍ରି By odishadarpan August 21, 2025August 21, 2025 ଓଡ଼ିଶାରେ ମୁକ୍ତିଲାଭ କରିଥିବା ୫ଟି ସିନେମାର କର ଫେରସ୍ତ ହେବାକୁ ନିଷ୍ପତ୍ତି ହୋଇଛି । ୩ ହିନ୍ଦୀ ସିନେମା ସମେତ ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ ଓ ‘ଡେଲିଭରୀ ବଏ’ ସିନେମାକୁ ମିଳିବ ପ୍ରତିପୂରଣ ରାଶି ।ଏନେଇ ସିଟି ଜିଏସଟି କମିଶନର ଓ ଅର୍ଥ ବିଭାଗ ନିର୍ଦ୍ଦେଶ ଦେଇଛନ୍ତି ।
ଆଜିର ଖବର ପ୍ରବଳ ବର୍ଷିବ, ୬ ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ By odishadarpan June 25, 2026June 25, 2026
ଆଜିର ଖବର ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ, ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର।ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାରେ ସୁଧାର ନଆସିଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି By odishadarpan May 14, 2026May 14, 2026