ଶ୍ରୀମନ୍ଦିରରେ ଏଥର ଧାଡ଼ିରେ ହେବ ମହାପ୍ରଭୁଙ୍କ ଦର୍ଶନ। ସେପ୍ଟେମ୍ବର ୧୫ ତାରିଖରୁ ଆରମ୍ଭ ହେବ ଏହି ଧାଡ଼ି ଦର୍ଶନ।ମ୍ୟାନେଜିଙ୍ଗ କମିଟି ଗଠନ ସରିବା ପରେ ପ୍ରଥମ ମିଟିଂରେ ହୁଣ୍ଡି ଶିଫ୍ଟ ପରେ ଧାଡି ଦର୍ଶନ ଆରମ୍ଭ ହେବ । ମନ୍ଦିର ପ୍ରଶାସନ ପ୍ରସ୍ତୁତ ଅଛି ଖୁବ ଶୀଘ୍ର ଧାଡି ଦର୍ଶନ ଆରମ୍ଭ ହେବ । ୩ ରୁ ୪ ଦିନ ଭିତରେ କମିଟି ଗଠନ ଶେଷ ହେବ। ଏହା ପରେ ବୈଠକ ବସିବ ବୋଲି କହିଛନ୍ତି ଆଇନମନ୍ତ୍ରୀ |
