ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୦, ୫୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୨,୧୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୦୦,୭୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୯୨, ୩୫୦ ଟଙ୍କାକୁ ପହଞ୍ଚିଛି ।୧୮ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୭୫,୪୦୦ ଟଙ୍କା ରହିଛି । ଗତକାଲି ୭୫,୫୨୦ ଟଙ୍କା ରହିଛି । ଏଥିରେ ୧୨୦ ଟଙ୍କା ହ୍ରାସ ହୋଇଛି ।ମାତ୍ର ରୁପା ଦାମ୍ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍ ରୁପା ଦାମ୍ ୧୨,୮୦୦ ଟଙ୍କା ରହିଛି । ଗତକାଲି ୧୨,୬୦୦ ଟଙ୍କା ଥିଲା । ଏଥିରେ ୨୦୦ ଟଙ୍କା ବୃଦ୍ଧି ହୋଇଛି ।
