ଅକ୍ଟୋବର ୮ରୁ RI, ICDS ସୁପରଭାଇଜର, ARI, ଅମିନ ପରୀକ୍ଷା

ଓଡ଼ିଶା ସବ-ଅଧୀନସ୍ଥ ସ୍ଟାଫ୍ ଚୟନ କମିଶନ (OSSSC) ଅକ୍ଟୋବର ୮ରୁ ରିଭେନ୍ୟୁ ଇନ୍ସ୍ପେକ୍ଟର (RI), ICDS ସୁପରଭାଇଜର, ଆସିଷ୍ଟାଣ୍ଟ ରିଭେନ୍ୟୁ ଇନ୍ସ୍ପେକ୍ଟର (ARI), ଅମିନ ପାଇଁ ପ୍ରିଲିମ ପରୀକ୍ଷା ଆୟୋଜନ କରିବ। ଏହି ପରୀକ୍ଷା ନଭେମ୍ବରର ୩ୟ ସପ୍ତାହ ପର୍ଯ୍ୟନ୍ତ ଚାଲିପାରେ ବୋଲି କମିଶନ ବିଜ୍ଞପ୍ତି ପ୍ରକାଶ କରିଛି।ସବୁ ଜିଲ୍ଲାରେ ପରୀକ୍ଷା ହେବା ନେଇ ସୂଚନା ଜାରି।

ଅଧିକ ପଢନ୍ତୁ